The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ପରେ ଥରିଲା ଉତ୍ତରାଖଣ୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତର ବିଭିନ୍ନ ସ୍ଥାନରେ କିଛିଦିନ ହେବ ଲଗାତର ଭୂମିକମ୍ପ ହେଉଛି । ଗତକାଲି ଦିଲ୍ଲୀରେ ଭୂମିକମ୍ପ ହୋଇଥିବା ବେଳେ ସୋମବାର ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪ ରେକର୍ଡ କରାଯାଇଛି । ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୂର୍ବରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login