ଭୁବନେଶ୍ୱର : ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ରଙ୍କ ପ୍ରେସମିଟ । ମମତା ବାନାର୍ଜୀ ମୋର ଜଣେ ଶିଷ୍ୟ । ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ । ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି । ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ମୁଁ ନିଜେ ପୁରୀରୁ ନିମ୍ବ କାଠ ନେଇ ଯାଇଥିଲି ।ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ ରହିଛି ।ବ୍ରହ୍ମ ସ୍ଥାପନ ନେଇ କୈାଣସି ସ୍ଥାନରେ କହିନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ ।
ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ମୁଁ ଦୀଘା ଜଗନ୍ନାଥ ମନ୍ଦିର ଯାଇଥିଲି । ସେଠାରେ ଅଢ଼େରୁ ୩ ଫୁଟର ମୂର୍ତ୍ତି ହୋଇଛି । ମମତା ବାନାର୍ଜୀ ମୋର ଜଣେ ଶିଷ୍ୟା । ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ମୋତେ ଡାକିଥିଲେ। ତିଥି ଅନୁଯାୟୀ ପୂଜାପାଠ କରିବାକୁ କହିଥିଲେ । ୩ ମାସ ହେବ ପଥର ମୂର୍ତ୍ତି ଥିଲା, ନିମ୍ବକାଠରେ ମୂର୍ତ୍ତି ପ୍ରତିଷ୍ଠା ହୋଇଛି । ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ତଥା ଦୀଘା ଜଗନ୍ନାଥ ଧାମ ନାମକୁ ନେଇ ବିବାଦ ଦେଖା ଦେଇଥିବା ବେଳେ ସେବାୟତଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା ।
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ : ମୁହଁ ଖୋଲିଲେ ପୁରୀ ଦଇତାପତି , ପୁରୀ ଛଡା ଆଉ କେଉଁଠି ବ୍ରହ୍ମ ନାହିଁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...