The Ultimate Managed Hosting Platform
ADVERTISEMENT

ଦୀପାବଳି ଉପହାର ; ମହିଳାଙ୍କୁ ମାଗଣାରେ ମିଳିବ ଗ୍ୟାସ ସିଲିଣ୍ଡର

Facebook
Twitter
LinkedIn

ୟୁପି : ମହିଳା ଓ ଯୁବତୀଙ୍କୁ ମାଗଣାରେ ଗ୍ୟାସ୍ ସିଲିଣ୍ଡର ଯୋଗାଇବେ । ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଅଧୀନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଲୋକଭବନରେ ଆୟୋଜିତ ଏକ ସମାରୋହରେ ମାଗଣା ଏଲପିଜି ସିଲିଣ୍ଡର ରିଫିଲ୍ ଯୋଜନା ଆରମ୍ଭ କରିବେ । ଏହା ଅଧିନରେ ମହିଳାମାନଙ୍କୁ ମାଗଣା ଏଲପିଜି ସିଲିଣ୍ଡର ମିଳିବ ।
ସୂଚନା ଅନୁସାରେ, ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରକୁ ପ୍ରତିବର୍ଷ ଦୁଇଟି ମାଗଣା ଏଲପିଜି ସିଲିଣ୍ଡର ରିଫିଲ୍ ଯୋଗାଇ ଦିଆଯିବ । ଏହି ଯୋଜନା ଅଧୀନରେ, ୨୦୨୫-୨୬ ଆର୍ଥିକ ବର୍ଷରେ ଦୁଇଟି ପର୍ୟ୍ୟାୟରେ ମାଗଣା ସିଲିଣ୍ଡର ରିଫିଲ୍ ବଣ୍ଟନ କରାଯିବ । ପ୍ରଥମ ପର୍ୟ୍ୟାୟ ଅକ୍ଟୋବର ୨୦୨୫ ରୁ ଡିସେମ୍ବର ୨୦୨୫ ପର୍ୟ୍ୟନ୍ତ ଚାଲିବ ଏବଂ ଦ୍ୱିତୀୟ ପର୍ୟ୍ୟାୟ ଜାନୁଆରୀ ୨୦୨୬ ରୁ ମାର୍ଚ୍ଚ ୨୦୨୬ ପର୍ୟ୍ୟନ୍ତ ଚାଲି ବ। ଯୋଗୀ ସରକାର ଏଥିପାଇଁ ୧୫୦୦ କୋଟିର ବଜେଟ ବ୍ୟବସ୍ଥା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login