The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦୁଃଖ ଦେଉଛି ଦର୍ଶନ ଅବ୍ୟବସ୍ଥା : ବୈଜୟନ୍ତ

Facebook
Twitter
LinkedIn

ଭୁବନେଶ୍ୱର : ଶ୍ରୀଜିଉଙ୍କ ଦର୍ଶନ ଅବ୍ୟବସ୍ଥା ଦୁଃଖ ଦେଉଛି କହିଲେ ବୈଜୟନ୍ତ ପଣ୍ଡା । ସାମ୍ବାଦିକଙ୍କ ପ୍ରଶ୍ନରେ ମତ ରଖିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିବାରେ ଅସୁବିଧା ହେବା ଉଚିତ ନୁହେଁ । ରତ୍ନ ଭଣ୍ଡାରଠୁ ଆରମ୍ଭ କରି ଏସବୁ ଅବହେଳା ଦେଖିକି ଦୁଃଖ ଲାଗୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login