The Ultimate Managed Hosting Platform
ADVERTISEMENT

ଦୁଇଟି ଗାଡି ଧକ୍କା ପରେ ଜଳିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଲୋକେ

Facebook
Twitter
LinkedIn

ଗୁଜୁରାଟ : ୨ଟି ଟ୍ରକ ଧକ୍କା । ଗୁଜୁରାଟରେ ଘଟିଛି ବଡ ଅଘଟଣ । ଅହମ୍ମଦାବାଦଠାରୁ ୧୦ କିଲୋମିଟର ପୂର୍ବରୁ ୨ଟି ଟ୍ରକ୍ ଧକ୍କା ହୋଇଥିବାର । ଫଳରେ ୨ଟି ଯାକ ଗାଡି ସମ୍ପର୍ଣ୍ଣ ଜଳିଯାଇଥିବା ସୂଚନା ମିଳିଛି । ଯାହାଦ୍ବାରା ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଘଟଣାସ୍ଥଳରେ ପୋଲିସ ଏବଂ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ।କିନ୍ତୁ ଏପର୍ୟ୍ୟନ୍ତ କୌଣସି ବ୍ୟକ୍ତି କିମ୍ବା ସମ୍ପତ୍ତି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ନିଆଁ ଲାଗିବାର କାରଣ ଜାଣିବା ପାଇଁ ପୋଲିସ ବର୍ତ୍ତମାନ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login