The Ultimate Managed Hosting Platform
ADVERTISEMENT

ଦୁଇବର୍ଷ ପରେ ମହାନଦୀ ପଠାରେ ଜମିବ ମଉଜ

Facebook
Twitter
LinkedIn

୨ ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ମନରେ ବେଶ୍ ଖୁସି ଦେଖିବାକୁ ମିଳିଛି ।ସାଧାରଣ ଲୋକଟିଏ ବାଲିଯାତ୍ରା ଆସିଲେ କିଣାକିଣି ସହ ବିଭିନ୍ନ ପ୍ରକାରର ଖାଦ୍ୟ ଓ ଦୋଳିର ମଜା ନେଇଥାଏ । ହେଲେ ଏବର୍ଷ ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ବିଭିନ୍ନ ପ୍ରକାରର ମନୋରଞ୍ଜନର କାର୍ଯ୍ୟକ୍ରମ ହାତକୁ ନେଇଛି ।

ପ୍ରଶାସନ ପକ୍ଷରୁ କଟକ ଇନ୍ କଟକର ପରିକଳ୍ପନା କରାଯାଇଛି ।

ଯେଉଁଠି ସବୁଜ ବଳୟ ଭିତରେ ବସି ବିଭିନ୍ନ ରଙ୍ଗୀନ ଆଲୋକ ଓ ଭାଇଚାରର ପ୍ରତୀକ ମନ୍ଦିର ମସଜିଦ ଗୁରୁଦ୍ଵାର ସବୁ ଦେଖିପାରିବେ । ବାଲୁକା କଳା ଓ ସହରର ବିଭିନ୍ନ ପ୍ରତିଷ୍ଠିତ ସ୍ଥାନ ତଥା ଚଣ୍ଡୀ ମନ୍ଦିର, ରେଳ ଷ୍ଟେସନ, ହାଇକୋର୍ଟ ଭଳି ସ୍ଥାନ ଆକୃତିର ଗେଟ ଦେଖିବାକୁ ମିଳିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

ADVERTISEMENT

Login