The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦୁଇ ଟ୍ରକ ମଝିରେ ଚାପି ହୋଇ କାର ଚୁରମାର, ୨ ମୃତ

Facebook
Twitter
LinkedIn

ବାରିପଦା : ଦୁଇ ଟ୍ରକ ମଝିରେ ଚାପି ହୋଇଗଲା କାର । ଫଳରେ କାର ସମ୍ପୁର୍ଣ୍ଣ ଚୁରମାର ହୋଇଯାଇଛି । ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏନଏଚ ୪୯ ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣା । ମୃତ୍ୟୁ ବରଣ କରିଥିବା ୨ ଜଣ ହେଉଛନ୍ତି ମହିଳା ।ଘାଟି ରାସ୍ତାରେ ଦୁଇ ଟ୍ରକ ମଝିରେ ଚାପି ହୋଇ କାର ଚୁରମାର । ଗୋଟିଏ ପରିବାରର ୭ ଜଣ କାରରେ ଖଡଗପୁରରୁ ଆସିଥିଲେ । ଦୁଆରଶୁଣୀ ମନ୍ଦିର ଦର୍ଶନକୁ ଆସିଥିବା ବେଳେ ଦୁର୍ଘଟଣା । କାରରେ ଥିବା ଅନ୍ୟ ୫ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login