The Ultimate Managed Hosting Platform
ADVERTISEMENT

ଦୁଇ ବସ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ୪୦ ଆହତ

Facebook
Twitter
LinkedIn

ଅମରାବତୀ : ଦୁଇ ବସ୍ ମୁହାଁମହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ରାଜ୍ୟ ପରିବହନ ମନ୍ତ୍ରୀ ମଣ୍ଡିପଲ୍ଲୀ ରାମପ୍ରସାଦ ରେଡ୍ଡୀ ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ଯଥା ସମ୍ଭବ ଚେଷ୍ଟା କରିବାକୁ ମନ୍ତ୍ରୀ ରାମପ୍ରସାଦ ରେଡ୍ଡୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ମନ୍ତ୍ରୀ ପରିବହନ ବିଭାଗର ଅଧିକାରୀମାନଙ୍କୁ ଭବିଷ୍ୟତରେ ଏପରି ଦୁର୍ଘଯଣା ରୋକିବା ପାଇଁ କଠୋର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login