The Ultimate Managed Hosting Platform
ADVERTISEMENT

ଦୁଇ ବାଇକ ମୁହାଁ ମୁହିଁ ଧକ୍କାରେ ଚାଲିଗଲା ୨ ଜଣଙ୍କ ଜୀବନ

Facebook
Twitter
LinkedIn

ସମ୍ବଲପୁର : ଦୁଇ ବାଇକ ମୁହାଁମୁହିଁ ଧକ୍କା । ଚାଲିଗଲା ଦୁଇଜଣଙ୍କ ଜୀବନ। ସମ୍ବଲପୁର ଜିଲ୍ଲା ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀ ଡୁଙ୍ଗରି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ବରଗଡ଼ ଜିଲ୍ଲା ଅତାବିରା ରୁଝେନମାଲ ଗାଁର ଆନନ୍ଦ ଏକ୍ସ ଓ ସମରା ଲୁଗୁନ । ଗତକାଲି ଅପରାହ୍ନରେ ଫେରିବା ସମୟରେ ଲକ୍ଷ୍ମୀଡୁଙ୍ଗୁରି ନିକଟରେ ଅନ୍ୟ ଏକ ବାଇକକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଛିଟିକି ପଡ଼ିଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଭିମସାର ଡାକ୍ତରଖାନାକୁ ପଠାଇଥିଲେ । ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ବେପରୁଆ ଓ ଦ୍ରୁତଗତିରେ ବାଇକ୍ ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ପୋଲିସ କହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login