The Ultimate Managed Hosting Platform
ADVERTISEMENT

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ୩ ଜଣିଆ ଟିମ ଦୁର୍ଗାପୁର ଗଲେ । ପୀଡିତା ଛାତ୍ରୀଙ୍କ ଚିକିତ୍ସା ସମ୍ପର୍କରେ ପଚାରି ବୁଝିବୁ କହିଲେ । ତଦନ୍ତର ଅଗ୍ରଗତି ନେଇ ପଶ୍ଚିମବଙ୍ଗ ଡିଜିପିଙ୍କ ସହ ଆଲୋଚନା କରିବୁ । ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେହିପରି ଅନ୍ୟ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି ଦୁର୍ଗାପୁର ପୁଲିସ । ଦୁର୍ଗାପୁର ପୁଲିସର ସୂଚନା ଅନୁଯାୟୀ ସମସ୍ତ ଅଭିଯୁକ୍ତ ମେଡିକାଲ କଲେଜକୁ ଲାଗି ରହିଥିବା ଜଙ୍ଗଲ ଆଖପାଖ ଅଞ୍ଚଳର। ପୀଡ଼ିତାଙ୍କ ପାଖରୁ ଛଡ଼ାଇ ନେଇଥିବା ମୋବାଇଲ୍କୁ ଟ୍ରାକ୍ କରି ପୁଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚିଥିଲା । ସେମାନେ ପାରନଗଞ୍ଜ ଜଙ୍ଗଲରେ ଲୁଚି ରହିଥିଲେ। ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login