The Ultimate Managed Hosting Platform
ADVERTISEMENT

ଦୁର୍ଗାପୂଜା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ଚାଲିଛି ପାର୍ବଣ ରୁତୁ । ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ବିଜେଡି ସୁପ୍ରୋମୋ ନବୀନ ପଟ୍ଟନାୟକଙ୍କ ଶୁଭେଛା ଓ ଶୁଭକାମନା । ନିଜ ବାର୍ତ୍ତାରେ ନବୀନ କହିଛନ୍ତି ଯେ ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ, ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମାଙ୍କ ଆଶୀର୍ବାଦ କାମନା କରିବା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

Login