The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ଚାଲିଗଲା ୨ ଜାବନ

Facebook
Twitter
LinkedIn

ଯାଜପୁର : ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ । ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥର ବଡଚଣା ଓଭର ବ୍ରିଜ ଉପରେ ଘଟିଛି ଦୁର୍ଘଟଣା । ବ୍ରିଜ ଉପରେ ଧକ୍କା ଦେଇ ଚମ୍ପଟ ମାରିଲା ଅଜଣା ଗାଡି । ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଥିଲା । ତେବେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି ।ପୋଲିସ ପହଁଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି । ଏପଟେ ମୃତ ଯୁବକ ଦ୍ୱୟଙ୍କର ପରିଚୟ ମିଳିପାରିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login