The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ନାବାଳକ ମୃତ ; ରାସ୍ତା ଅବରୋଧ

Facebook
Twitter
LinkedIn

ସୋର : ସ୍କୁଟି-ଟ୍ରାକ୍ଟର ମୁହାଁମୁହିଁ ଧକ୍କା । ଜଣଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର । ଔପଦା ଥାନା ପଡ ପୋଖରୀ ବଜାର ନିକଟରେ ଦୁର୍ଘଟଣା ଘଟିଛି । ଗୁରୁତର ନାବାଳକକୁ ସୋରରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ନ୍ୟାୟ ଦାବିରେ ସୋର-ଔପଦା ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକ । ଟ୍ରାକ୍ଟର ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ପୋଲିସର ତଦନ୍ତ ଜାରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login