The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ସହକାରୀ ଜିଲ୍ଲାପାଳ ଆହତ

Facebook
Twitter
LinkedIn

ଯାଜପୁର : ଦୁର୍ଘଟଣାରେ ଖୋର୍ଦ୍ଧା ସହକାରୀ ଜିଲ୍ଲାପାଳ ଆହତ । ସହକାରୀ ଜିଲ୍ଲାପାଳ ଅଶ୍ୱିନୀ ନାୟକ ଆହତ । ଏନଏଚ ୧୬ ମୂଳାପାଳ ନିକଟରେ କାରକୁ ପିଟିଲା ଟ୍ରକ । ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ବେଳେ କାର ଦୁର୍ଘଟଣାଗ୍ରସ୍ତ । ହାତଗୋଡ ଫ୍ୟାକଚର ହେବା ସହ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login