The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ମାଲକାନଗିରି : କଟାମେଟା ନିକଟରେ ସିରିଜ ଦୁର୍ଘଟଣା । ଘଟଣାସ୍ଥଳରେ ୩ ଜଣଙ୍କର ଚାଲିଗଲା ଜୀବନ । ଜଣେ ଗୁରୁତର ଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାସ୍ତା କଡରେ ଠିଆ ହୋଇଥିବା ଟ୍ରକ ସହ ୨ଟି ବାଇକ ଧକ୍କା ହୋଇଥିଲା । ମାଲକାନଗିରି ଜିଲ୍ଲା ୩୨୬ ନମ୍ବର ଜାତୀୟ ରାଜପଥର କତାମେଟାରେ ସିରିଜ୍ ଦୁର୍ଘଟଣା ଘଟିଛି ।ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login