The Ultimate Managed Hosting Platform
ADVERTISEMENT

ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ମାଲକାନଗିରି : କଟାମେଟା ନିକଟରେ ସିରିଜ ଦୁର୍ଘଟଣା । ଘଟଣାସ୍ଥଳରେ ୩ ଜଣଙ୍କର ଚାଲିଗଲା ଜୀବନ । ଜଣେ ଗୁରୁତର ଥିବା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାସ୍ତା କଡରେ ଠିଆ ହୋଇଥିବା ଟ୍ରକ ସହ ୨ଟି ବାଇକ ଧକ୍କା ହୋଇଥିଲା । ମାଲକାନଗିରି ଜିଲ୍ଲା ୩୨୬ ନମ୍ବର ଜାତୀୟ ରାଜପଥର କତାମେଟାରେ ସିରିଜ୍ ଦୁର୍ଘଟଣା ଘଟିଛି ।ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login