The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦୁର୍ଘଟଣା ;ଜଣେ ମୃତ , ୨ ଗୁରୁତର

Facebook
Twitter
LinkedIn

କୋଇଡା: ଟ୍ରଲରକୁ ପଛରୁ ପିଟିଲା ଟ୍ରକ । ଦୁର୍ଘଟଣାରେ ଜଣେ ମୃତ ଓ ୨ ଜଣ ଗୁରୁତର ହୋଇଛନ୍ତି । କେବଲାଙ୍ଗ ଥାନା ଚୁନାଘାଟି ବ୍ରିଜ ଉପରେ ମର୍ମନ୍ତୁଦ ଦୁର୍ଘଟଣା । ଗୁରୁତର ଟ୍ରକ ଡ୍ରାଇଭର ଓ ହେଲପର ଆରଜିଏଚ ସ୍ଥାନାନ୍ତର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login