The Ultimate Managed Hosting Platform
ADVERTISEMENT

ଦୁର୍ଘଟଣା; ଜଣେ ମୃତ , ୫ ଗୁରୁତର

Facebook
Twitter
LinkedIn

ଦଶପଲ୍ଲା : ଟ୍ରଲରକୁ ପଛରୁ ପିଟିଲା ଭ୍ୟାନ । ଜଣେ ମୃତ ଓ ୫ ଗୁରୁତର । ଟାକେରା ନିକଟରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ପିଟିଲା ଭ୍ୟାନ । ଦାରିଙ୍ଗବାଡିରୁ ପିକନିକ ସାରି ଆଠଗଡ ଫେରିବା ବେଳେ ଦୁର୍ଘଟଣା । ୫ ଗୁରୁତରଙ୍କୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର । ସୂଚନା ଅନୁସାରେ ଦାରିଙ୍ଗିବାଡିରୁ ପିକନିକ୍ ସାରି ଏକ ଭ୍ୟାନରେ ଅଠଗଡ଼ ନିଜ ଘରକୁ ଫେରୁଥିଲେ। ଟାକେରା ଛକ ନିକଟରେ ଏକ ଟ୍ରଲର ରାସ୍ତାଗଡ଼ରେ ଠିଆ ହୋଇଥିଲା। ଆଜି ରାତି ୩ ଟା ସମୟରେ ଭ୍ୟାନ୍ଟି ଭାରସାମ୍ୟ ହରାଇ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଜଣେ ମୃତ ଓ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ଗାଡ଼ି ମଝିରେ ରହିଥିବା ଯୁବକଙ୍କୁ କଟର ସହାଯ୍ୟରେ କଟା ଯାଇ ବାହାର କରାଯାଇଥିଲା। ଉକ୍ତ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login