The Ultimate Managed Hosting Platform
ADVERTISEMENT

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

Facebook
Twitter
LinkedIn

ଝାରସୁଗୁଡା : ଦୁର୍ଘଟଣା ପରେ ୩ଟି ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର । ୪୯ନଂ ଏନଏଚ୍ ସଦର ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବିଳମ୍ବିତ ରାତିରେ ପରସ୍ପରକୁ ଧକ୍କା ଦେଇ ଦଳିଗଲା ୩ ଟ୍ରକ । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ୩ ଡ୍ରାଇଭର ଜୀବନ୍ତ ଦଗ୍ଧ । ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login