The Ultimate Managed Hosting Platform
ADVERTISEMENT

ଦୁର୍ଘଟଣା : ୧୨ ଯବାନ ଆହତ

Facebook
Twitter
LinkedIn

ଅନୁଗୁଳ : ଟ୍ରକକୁ ପଛରୁ ପିଟିଲା ଭ୍ୟାନ । ୧୩ ଜଣ ଯବାନ ଆହତ ହୋଇଛନ୍ତି । ଏନଏଚ ୫୫ ଜରପଡା ନିକଟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଓଏସଏପି ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଯାଉଥିଲା ଭ୍ୟାନ । ଝାରସୁଗୁଡାରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଆହତ ୧୩ ଜଣଙ୍କ ମଧ୍ୟରୁ ୭ ଜଣ ଗୁରୁତର ଥିବା ବେଳେ ୨ ଜଣ କଟକ ସ୍ଥାନାନ୍ତର ହୋଇଛନ୍ତି । ଚନ୍ଦକା ପୋଲିସ ଟ୍ରେନିଂ କ୍ୟାମ୍ପକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login