The Ultimate Managed Hosting Platform
ADVERTISEMENT

ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ଉଦିତ ପ୍ରଧାନ । ଉଦିତଙ୍କୁ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ଉଦିତଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ କରିଛନ୍ତି ଜଣେ ଯୁବତୀ । ମାର୍ଚ୍ଚ ୧୮ ତାରିଖରେ ପୀଡ଼ିତା ଜଣଙ୍କ ତାଙ୍କ ବାନ୍ଧବୀ ଓ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ ଛକକୁ ବୁଲିବାକୁ ଯାଇଥିଲେ । ସେଠାରେ ସହପାଠୀ ଜଣଙ୍କ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ । ଏହାପରେ ଉଦିତଙ୍କ ଗାଡ଼ିରେ ନୂଆପଲ୍ଲୀ ସ୍ଥିତ ଏକ ହୋଟେଲକୁ ଯାଇଥିଲେ ।
ସେଠାରେ ଉଦିତ୍ ତାଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ଅଚେତ କରିବା ପରେ ହୋଟେଲର ଏକ ରୁମରେ ଦୁଷ୍କର୍ମ କରିଥିଲେ । ଏପରିକି, ଏ ସମ୍ପର୍କରେ କାହାରିକୁ କିଛି ନକହିବା ପାଇଁ ଉଦିତ ଧମକ ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୋଲିସ ଉଦିତଙ୍କୁ ରାତିରେ ଉଠାଇ ନେଇଥିଲେ ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login