The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦେବେନ୍ଦ୍ର ସ୍ୱାଇଁ ଚିଫ ଫାୟାର ଅଫିସର

Facebook
Twitter
LinkedIn

ଭୁବନେଶ୍ୱର : ଅଗ୍ନିଶମ ବିଭାଗରେ ପ୍ରମୁଖ ୍ଧିକାରୀଙ୍କୁ ପଦୋନ୍ନତି ଓ ବଦଳି । ଦେବେନ୍ଦ୍ର ସ୍ୱାଇଁ ହେଲେ ଚିଫ ଫାୟାର ଅଫିସର । ରମେଶ ଚନ୍ଦ୍ର ମାଝୀ ହେଲେ ଓଏଫଡିଆରଏ ଡାଇରେକ୍ଟର । ପ୍ରଶାନ୍ତ ଦାସ ହେଲେ କଟକ ସେଣ୍ଟ୍ରାଲ ରେଞ୍ଜ ଫାୟାର ଅଫିସର । ବିଚିତ୍ର କୁମାର ପଣ୍ଡାଙ୍କୁ ସଦର୍ଣ୍ଣ ରେଞ୍ଜ ଫାୟାର ଅଫିସର ଦାୟିତ୍ୱ । ସଲିଳ ପ୍ରକାଶ କିଣ୍ଡୋ ହେଲେ ନଦର୍ଣ୍ଣ ରେଞ୍ଜ ଇନଚାର୍ଜ ଫାୟାର ଅଫିସର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login