ନୂଆଦିଲ୍ଲୀ : ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧୦ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଁଚିଲା । କେରଳରେ ସର୍ବାଧିକ ୧୧୪୭, ମହାରାଷ୍ଟ୍ର ୪୨୪ , ଦିଲ୍ଲୀରେ ୨୯୪ ଚିହ୍ନଟ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, କେରଳରେ ୧,୧୪୭ଟି ମାମଲା, ମହାରାଷ୍ଟ୍ରରେ ୪୨୪, ଦିଲ୍ଲୀରେ ୨୯୪, ଏବଂ ଗୁଜରାଟରେ ୨୨୩ଟି ମାମଲା ରେକର୍ଡ ହୋଇଛି । ତାମିଲନାଡୁରେ ମୋଟ ୧୪୮ଟି ମାମଲା, କର୍ଣ୍ଣାଟକ ଏବଂ ପଶ୍ଚିମବଙ୍ଗରେ ଯଥାକ୍ରମେ ୧୪୮ ଓ ୧୧୬ଟି ମାମଲା ରିପୋର୍ଟ ହୋଇଛି । ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସମଗ୍ର ଦେଶରେ ୭ ଜଣ ମୃତ୍ୟୁବରଣ କରିଛନ୍ତି।
ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୫୬ ନୂଆ ମାମଲା ସାମ୍ନାକୁ ଆସିଛି । ତେବେ ଦିଲ୍ଲୀରେ ମୃତ୍ୟୁବରଣ କରିଥିବା ମହିଳାଙ୍କ ବୟସ ୬୦ ବର୍ଷ । ଦିଲ୍ଲୀ-ନୋଏଡା-ଗାଜିଆବାଦରେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଦିଲ୍ଲୀରେ ମୃତ୍ୟୁ ହୋଇଥିବା ରୋଗୀଙ୍କ ପେଟରେ ଅସହ୍ୟ ଯନ୍ତ୍ରଣା ଓ ବାନ୍ତି ଅଭିଯୋଗ କରିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରୀକ୍ଷାରେ ତୀବ୍ର ଅନ୍ତନଳୀ ଅବଷ୍ଟ୍ରକ୍ସନ୍ ଚିହ୍ନଟ ହୋଇଥିଲା ।
ଦେଶରେ ୨୭୧୦ କୋଭିଡ ଆକ୍ରାନ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











