ନୂଆଦିଲ୍ଲୀ : ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୧୬ ପଜିଟିଭ । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ହୋଇଛି ୪ ହଜାର ୧୭୦ । କର୍ଣ୍ଣାଟକରେ ୩ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । କର୍ଣ୍ଣାଟକରେ ଜେଏନ.୧ ଭାରିଆଣ୍ଟ ସଂକ୍ରମଣ ବଢୁଛି । ବେଙ୍ଗାଳୁରୁ ପାଲଟିଛି ହଟସ୍ପଟ । କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟର ସବକମିଟି ବୈଠକରେ ସ୍ଥିତି ସମୀକ୍ଷା କରାଯିବ ।
Views: 89