The Ultimate Managed Hosting Platform
ADVERTISEMENT

ଦେଶାନ୍ତର ହେବେ ୨୦ ବାଂଲାଦେଶୀ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ଦେଶାନ୍ତର ହେବେ ଜଗତସିଂହପୁରରୁ ଚିହ୍ନଟ ୨୦ ବାଂଲାଦେଶୀ । ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ତଥ୍ୟ ଜାରି କଲେ ସରକାର । ୨୧୦୯ ସନ୍ଦିଗ୍ଧଙ୍କୁ ଯାଞ୍ଚ କରାଯାଇଛି । ୨୦୨୫ ଜଣ ଭାରତୀୟ ଚିହ୍ନଟ ହୋଇଛନ୍ତି । ଆଉ ୧୩ ଜଣଙ୍କ ପରିଚୟ ପତ୍ର ଯାଞ୍ଚ ଚାଲିଛି । ୭୧ ଜଣଙ୍କୁ ଅବୈଧ ବାଂଲାଦେଶୀ ଭାବେ ଚିହ୍ନଟ କରାଯାଇଛି । ଭୁବନେଶ୍ୱରରେ ସର୍ବାଧିକ ୨୪, କଟକରେ ୧୫, ବ୍ରହ୍ମପୁରରେ ୬ ଜଣ ଚିହ୍ନଟ ହୋଇଛନ୍ତି । ୨ ବାଂଲାଦେଶୀ ଅନୁପ୍ରବେଶ କାରୀ ନିଜ ନାଁରେ ଭାରତୀୟ ପାସପୋର୍ଟ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login