The Ultimate Managed Hosting Platform
ADVERTISEMENT

ଦେଶ ପାଳୁଛି ୭୮ ତମ ସ୍ୱାଧୀନତୀ ଦିବସ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ । ସୋସିଆଲ ମିଡିଆ ଏକ୍ସରେ ଜୟ ହିନ୍ଦ ଲେଖି ଶୁଭେଚ୍ଛା ଜଣାଇଲେ । ଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଗାତାର ୧୧ତମ ଥର ପାଇଁ ଲାଲକିଲ୍ଲାରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପରେ ସେ ତୃତୀୟ ପ୍ରଧାନମନ୍ତ୍ରୀ ଭାବେ କ୍ରମାଗତ ୧୧ଥର ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସର ବିଶେଷ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ କାର୍ୟ୍ୟକାଳରେ ପ୍ରଥମ ସ୍ୱାଧୀନତା ଦିବସ ଅଭିଭାଷଣ । ଏହା ସହ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ପଛରେ ପକାଇଛନ୍ତି । ଯିଏ କି ୨୦୦୪ରୁ ୨୦୧୪ ପର୍ୟ୍ୟନ୍ତ ତାଙ୍କ କାର୍ୟ୍ୟକାଳ ମଧ୍ୟରେ ୧୦ ଥର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login