The Ultimate Managed Hosting Platform
ADVERTISEMENT

ଦୋକାନକୁ ମାଡିଗଲା ଟ୍ରକ

Facebook
Twitter
LinkedIn

ବଲାଙ୍ଗିର : ଅଳଙ୍କାର ଦୋକାନକୁ ମାଡିଗଲା ଟ୍ରକ । ସିକ୍ୟୁରିଟି ଗାର୍ଡଙ୍କର ଚାଲିଗଲା ଜୀବନ । ବଲାଙ୍ଗିର ପାଟଣା ଛକ ନିକଟ ଏକ ଅଳଙ୍କାର ଦୋକାନକୁ ମାଡିଗଲା ଟ୍ରକ । ଟ୍ରକ ଜବତ ସହ ଡ୍ରାଇଭରକୁ ଅଟକ ରଖି ପୋଲିସର ଜେରା । ଗତକାଲି ବିଳମ୍ବିତ ରାତିରେ ସିଦ୍ଧାର୍ଥ ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟି କରୁଥିଲେ । ଏହି ସମୟରେ ଏକ ଟ୍ରକ୍ ଆସି ସିଦ୍ଧାର୍ଥଙ୍କ ଉପରେ ମାଡ଼ି ଯାଇଥିଲା । ପରେ ଦୋକାନ ଉପରେ ଚଢ଼ିଯାଇଥିଲା । ସେଠାରେ ଥିବା ସ୍ଥାନୀୟ ଲୋକେ ସିଦ୍ଧାର୍ଥଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଣି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ମୃତ ସିଦ୍ଧାନ୍ତ ଥିଲେ ଘରର ଏକମାତ୍ର ରୋଜଗାରିଆ ପୁଅ । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଥାନାର ଦ୍ବାରସ୍ଥ ହୋଇଛନ୍ତି ଗ୍ରାମବାସୀ । ନିଶାସକ୍ତ ଅବସ୍ଥାରେ ଟ୍ରକ ଡ୍ରାଇଭର ଦୁର୍ଘଟଣା ଘଟାଇଥିବା ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login