The Ultimate Managed Hosting Platform
ADVERTISEMENT

ଦ୍ରୁତ ଗତିରେ ଆସି ଘରେ ପଶିଲା BMW

Facebook
Twitter
LinkedIn

ଭୁବନେଶ୍ୱର : ଦ୍ରୁତ ଗତିରେ ଆସି ଘରେ ପଶିଲା ବିଏମଡବ୍ଲ୍ୟୁ କାର । ୪ନଂ ହସ୍ପିଟାଲ ଛକରେ ବିଏମଡବ୍ଲ୍ୟୁ କାର ଦୁର୍ଘଟଣା ଗ୍ରସ୍ତ । ରେଡକ୍ରସ ଭବନ ଆଡୁ ଦ୍ରୁତ ଗତିରେ ଆସି ଘର ଆଡକୁ ମାଡି ଯାଇଥିଲା । ବର୍ତ୍ତିଗଲେ ପରିବାର ଲୋକ , ଘର କାନ୍ଥ ଓ ବାରିକେଡ ଭାଙ୍ଗିଲା । ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଘରଲୋକ । ଘର କାନ୍ଥ ଓ ବାରିକେଡ୍ ଭାଙ୍ଗିଯାଇଛି । ଗାଡ଼ିଟି ଏତେ ଜୋରରେ ପିଟି ହୋଇଥିଲା ଯେ, ସେଫ୍ଟି ବେଲୁନ୍ ବାହାରିଯାଇଥିଲା । ଗାଡି ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗାଡିରେ ଦୁଇ ଜଣ ଥିଲେ ବୋଲି ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login