The Ultimate Managed Hosting Platform
ADVERTISEMENT

ଧକ୍କା ଦେଲା ହାଇଓ୍ବା, ଟ୍ୟୁସନ୍‌ରୁ ଫେରୁଥିବା ବେଳେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

Facebook
Twitter
LinkedIn

କେନ୍ଦ୍ରାପଡା : ହାଇୱା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି । ଏଭଳି ଦୁର୍ଘଟଣା ଘଟିଛି କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ହାଟବାଣପୁର ପୋଲ ନିକଟରେ। ମୃତ ଛାତ୍ରୀ ସ୍ଥାନୀୟ ବସପୁର୍ ଗ୍ରାମର ସୁବାଷ ଲେଙ୍କାଙ୍କ ଝିଅ ଗୁଡି ବୋଲି ଜଣାପଡିଛି । ତେବେ ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବସପୁର୍ ଗ୍ରାମର ନବମ ଶ୍ରେଣୀର ଛାତ୍ରୀ ଗୁଡି ସକାଳ ୧୦ଟାରେ ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ।

ହାଇୱା ଧକ୍କା ଦେବାରୁ ଘଟଣାସ୍ଥଳରେ ଛାତ୍ରୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login