The Ultimate Managed Hosting Platform
ADVERTISEMENT

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ ଓଷା

Facebook
Twitter
LinkedIn

କଟକ : ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ ସୋମବାର ବଡଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ । ନଭେମ୍ବର ୫ରେ ଡଙ୍ଗା ଭସା ସହିତ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ । ଅକ୍ଟୋବର ୮ରୁ ନଭେମ୍ବର ୫ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ । ନଭେମ୍ବର ୧ରୁ ୫ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ । ବାବା ଧବଳେଶ୍ୱରଙ୍କ ପୀଠରେ ପ୍ରସ୍ତୁତି ବୈଠକରେ ହେଲା ନିଷ୍ପତ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login