The Ultimate Managed Hosting Platform
ADVERTISEMENT

ଧବଳେଶ୍ୱରରେ ପୂଜକଙ୍କ ଧାରଣା

Facebook
Twitter
LinkedIn

ଆଠଗଡ: ଧବଳେଶ୍ୱର ପୀଠରେ ଧାରଣାରେ ବସିଲେ ପୂଜକ । ବ୍ୟାରିକେଡ ବ୍ୟବସ୍ଥାକୁ ବିରୋଧ କରି ଧାରଣାରେ ବସିଲେ । ପୂଜା ନୀତି ବନ୍ଦ କରି ଧାରଣାରେ ବସିଛି ପୂଜକ ସମିତି । ପୂଜା ନିତି ବନ୍ଦ ଯୋଗୁଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ । ପଞ୍ଚୁକର ଦ୍ୱିତୀୟ ଦିନରେ ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି । ଏହି ସମୟରେ କଥା କଟାକଟି ଓ ବ୍ୟାରିକେଡ ପରିବର୍ତ୍ତନ ନେଇ ମୁହାଁମୁହିଁ ହୋଇଛନ୍ତି ପ୍ରଶାସନ ଓ ପୂଜକ। ମନ୍ଦିରର ମୁଖ୍ୟ ଦ୍ବାରରେ ତାଲା ପକାଇ ଧାରଣାରେ ବସିଛନ୍ତି। ପଞ୍ଚୁକ ପାଇଁ ମନ୍ଦିର ବାହାରେ ଛିଡ଼ା ହୋଇଛନ୍ତି ହଜାର ହଜାର ଭକ୍ତ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login