The Ultimate Managed Hosting Platform
ADVERTISEMENT

ଧରାପଡିବେ ମିଛ ଚାଷୀ : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଭୂତ ରାସନକାର୍ଡଧାରୀଙ୍କ ଭଳି ଭୂତ ଚାଷୀଙ୍କୁ ଧରାଯିବ କହିଲେ ମନ୍ତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରାଜ୍ୟରେ କେତେ ପ୍ରକୃତ ଚାଷୀ ଅଛନ୍ତି ଜାଣିବାକୁ ରେଜିଷ୍ଟ୍ରେସନ ଆରମ୍ଭ । ରାସନ କାର୍ଡ଼ରେ ଏବେ ସୁଦ୍ଧା ୪୦ ଲକ୍ଷ ଭୂତ ହିତାଧିକାରୀ ବହାରିଲେଣି । ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା, ସେଥିରେ ସ୍ଵଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login