ଅଯୋଧ୍ୟା : ଶ୍ରୀରାମ ଜନ୍ମଭୂମି ତାର୍ଥକ୍ଷେତ୍ର ଶିଖରରେ ଉଡିଲା ଧର୍ମଧ୍ୱଜା । ଧର୍ମଧ୍ୱଜା ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶ୍ରୀରାମ ମନ୍ଦିର ଚୂଡାରେ ଉଡୁଛି ଗେରୁଆ ରଙ୍ଗର ପତାକା । ପତାକାରେ ରହିଛି ଉଜ୍ୱଳ ସୂର୍ଯ୍ୟ ଓ ଲେଖାଅଛି ଓମ । ଧର୍ମଧ୍ୱଜାରେ ରହିଛି କାଞ୍ଚନ ଗଛର ପ୍ରତିଛବି । ମାର୍ଗଶିର ମାସ ଶୁକ୍ଲପକ୍ଷ ପଞ୍ଚମୀରେ ଧ୍ୱଜାରୋହଣ । ରାମସୀତାଙ୍କ ବିବାହ ପଞ୍ଚମୀରେ ଧର୍ମଧ୍ୱଜା ସ୍ଥାପନା । ଧର୍ମଦ୍ୱଜାର ଉଚ୍ଚତା ୧୦ ଫଉଟ ଓ ଲମ୍ବ ୨୦ ଫୁଟ । ଦକ୍ଷିଣ କୋଣ ତ୍ରିକୋଣୀୟରେ ସ୍ୱତନ୍ତ୍ର ପତାକା ତିଆରି ।ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା । ଯାହାର ଅର୍ଥ ମନ୍ଦିର ନିର୍ମାଣ ସଂପୂର୍ଣ୍ଣ ହୋଇଛି । ମାର୍ଗଶିର ମାସ ଶୁକ୍ଳପକ୍ଷ ପଞ୍ଚମୀରେ ହୋଇଛି ଧ୍ବଜାରୋହଣ । ରାମସୀତାଙ୍କ ବିବାହ ପଞ୍ଚମୀରେ ଧର୍ମଧ୍ବଜା ସ୍ଥାପନା କରାଯାଇଛି । ଧର୍ମଧ୍ବଜାର ଉଚ୍ଚତା ୧୦ ଫୁଟ୍ ଓ ଲମ୍ବ ୨୦ ଫୁଟ୍ ଥିବାବେଳେ ଦକ୍ଷିଣ କୋଣ ତ୍ରିକୋଣୀୟରେ ସ୍ୱତନ୍ତ୍ର ପତାକା ତିଆରି କରାଯାଇଛି । ପତାକାରେ ରହିଛି ଉଜ୍ଜ୍ୱଳ ସୂର୍ୟ୍ୟ ଓ ଲେଖାଯାଇଛି ‘ଓମ୍’ । ଧର୍ମଧ୍ବଜାରେ ରହିଛି କାଞ୍ଚନ ଗଛର ପ୍ରତିଛବି ।
ପ୍ରଧାନମନ୍ତ୍ରୀ ମୋଦି ଏବଂ ଆରଏସଏସର ସଂଘଚାଳକ ମୋହନ ଭାଗବତ ପବିତ୍ର ଶ୍ରୀରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଗେରୁଆ ରଙ୍ଗର ପତାକା ସ୍ଥାପନା କରିଥିଲେ । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସେମାନଙ୍କ ସହିତ ଉପସ୍ଥିତ ଥିଲେ । ଯୋଗୀ ଆଦିତ୍ୟନାଥ କହିଛନ୍ତି, ନୂଆ ଯୁଗର ଆରମ୍ଭ ହୋଇଛି । ଏହି ଅବସରରେ ସିଦ୍ଧ କାଶୀ ବିଦ୍ୱାନ ଗଣେଶ୍ୱର ଶାସ୍ତ୍ରୀଙ୍କ ମାର୍ଗଦର୍ଶନରେ ଅଯୋଧ୍ୟା, କାଶୀ ଏବଂ ଦକ୍ଷିଣ ଭାରତର ୧୦୮ ଜଣ ଆଚାର୍ୟ୍ୟ ଏହି ପୂଜାର୍ଚ୍ଚନା କରିଥିଲେ ।
ଧର୍ମଧ୍ୱଜା ସ୍ଥାପନା କଲେ ମୋଦି , ତାର୍ଥକ୍ଷେତ୍ର ଶିଖରରେ ଉଡିଲା ଧର୍ମଧ୍ୱଜା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







