The Ultimate Managed Hosting Platform
ADVERTISEMENT

ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ, ଚାକିରି ଦେବ କହି ଠକୁଥିଲା

Facebook
Twitter
LinkedIn

ଭୁବନେଶ୍ୱର : ନକଲି ପୋଲିସ ଡିଏସପିକୁ ବାନ୍ଧିଲା ଅସଲି ପୋଲିସ । ନିଜକୁ ଡିଏସପି କହି ଅନେକ ଲୋକଙ୍କୁ ଚାକିରି କରିଦେବ ବୋଲି କହି ଠକିଥିବା ଅଭିଯୋଗ ହୋଇଛି । ନକଲି ଡିଏସପି ହେଉଛି ମାନସ ରଞ୍ଜନ ସେନାପତି । ଘର ଭଦ୍ରକ ବାସୁଦେବପୁର ଅଂଚଳରେ ହୋଇଥିବା ବେଳେ ଭୁବନେଶ୍ୱର ଖାରବେନଗର ଥାନା ଅଂଚଳରେ ଥିବା ମଧୁସୂଦନ ନଗରରେ ରହୁଥିଲା । ନକଲି ପରିଚୟପତ୍ର ଦେଖାଇ ଲୋକଙ୍କୁ ଚାକିରୀ ଦେବା ନାଁରେ ଠକୁଥିଲା । ତା ନିକଟରୁ ପୋଲିସ ୟୁନିଫର୍ମ, ନକଲି ଆପୋଏଣ୍ଟ ମେଣ୍ଟ ଲେଟର, ୨ ଲକ୍ଷରୁ ଅଧିକ ନକଲି ଟଙ୍କା, ନକଲି ପୋଲିସ ଆଇ କାର୍ଡ , କାର, ମୋବାଇଲ ଫୋନ ଜବତ ହୋଇଛି । ସହିଦ ନଗର ଅଞ୍ଚଳରୁ ନାଇଟ ବ୍ଲକିଂ ଚେକିଂ ବେଳେ ଧରିଲା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login