The Ultimate Managed Hosting Platform
ADVERTISEMENT

ନକଲି ସାର୍ଟିଫିକେଟ ମାମଲା ; ଗିରଫ ଦାରୀ ସଂଖ୍ୟା ବହୁତ ବଢିବ

Facebook
Twitter
LinkedIn

ବଲାଙ୍ଗୀର : ବଲାଙ୍ଗୀର ନକଲି ସାର୍ଟିଫିକେଟ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା । କ୍ରାଇମବ୍ରାଞ୍ଚ ଡିଏସପି ଦେବବ୍ରତ ଚକ୍ରଙ୍କ ଗଣମାଧ୍ୟମକୁ ପ୍ରତିକ୍ରିୟା । ଗିରଫଦାରୀ ସଂଖ୍ୟା ବହୁତ ବଢିବ କହିଲେ କ୍ରାଇମବ୍ରାଞ୍ଚ ଡିଏସପି । ରିମାଣ୍ଡରେ ଆଣି ୪ ଅଭିଯୁକ୍ତଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । ଆଉ କାହାକୁ ଫେକ ସାର୍ଟିଫିକେଟ ଦିଆଯାଇଛି କି ? ସେ ନେଇ ତନାଘନା କରୁଛି କ୍ରାଇମବ୍ରାଞ୍ଚ । ଏହା ସହ ଆଉ କିଏ ଏହି ଘଟଣାରେ ସାମିଲ ଅଛନ୍ତି ସେ ନେଇ ଅଧିକ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login