The Ultimate Managed Hosting Platform
ADVERTISEMENT

ନକ୍ସଲ କ୍ୟାମ୍ପ ଧ୍ୱଂସ

Facebook
Twitter
LinkedIn

ଛତିଶଗଡ : ସୁରକ୍ଷାକର୍ମୀ-ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ । ନକ୍ସଲ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାକର୍ମୀ । କାଙ୍କେର ଜିଲ୍ଲା ଅନନ୍ତଗଡ ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଧ୍ୱଂସ । ସୁରକ୍ଷା କର୍ମୀ-ନକ୍ସଲଙ୍କ ଗୁଳି ବିନମୟ , ସର୍ଚ୍ଚ ଅପରେସନ ଜାରି । କାଲି ନାରାୟଣପୁରରେ ବିଜେପି ନେତାଙ୍କୁ ହତ୍ୟା କରିଥିଲେ ନକ୍ସଲ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login