The Ultimate Managed Hosting Platform
ADVERTISEMENT

ନଦୀରେ ଭାସି ନାବାଳକ ନିଖୋଜ

Facebook
Twitter
LinkedIn

ଲକ୍ଷ୍ମୀପୁର : ଝଞ୍ଜାବତୀ ନଦୀରେ ଭାସି ନାବାଳକ ନିଖୋଜ । ନାରାୟଣ ପାଟଣା ଥାନା ଝାଡେଶ୍ୱର ମନ୍ଦିର ନିକଟରେ ଭାସିଗଲେ । ବର୍ଷା ଯୋଗୁଁ ନଦୀର ପ୍ରଖର ସ୍ରୋତରେ ଭାସିଯାଇଥିବା ସୂଚନା । ଅଗ୍ନିଶମ ବାହିନୀ ଓ ଗାଁ ଲୋକଙ୍କ ଦ୍ୱାରା ଖୋଜାଖୋଜି ଜାରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login