The Ultimate Managed Hosting Platform
ADVERTISEMENT

ନଦୀ ସ୍ରୋତରେ ଭାସିଗଲେ ୭୩ ମଇଁଷି

Facebook
Twitter
LinkedIn

କେନ୍ଦ୍ରାପଡା : ଏକାବେଳେ ବୁଡ଼ି ମରିଗଲେ ୭୩ମଇଁଷି । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଏକମାଣିଆ ଗାଁରେ ଅଭାବନୀୟ ଘଟଣା । ଦିନ ୧୧ଟା ବେଳେ ମଇଁଷି ଚରାଇବା ପାଇଁ ଗଳିଆ ନଦୀ ପାର୍ ହେଉଥିବା ବେଳେ ଅଘଟଣ ଘଟିଛି । ଗାଁର ୪ଟି ପରିବାରର ପ୍ରାୟ ୭୩ଟି ମଇଁଷି ପାଣିରେ ବୁଡ଼ି ମରିଯାଇଛନ୍ତି । ନଦୀ ପାର ବେଳେ ନଦୀରେ ସ୍ରୋତ ଅଧିକ ହେବାରୁ ମଇଁଷି ପହଁରି ନପାରି ବୁଡ଼ିଯାଇଥିଲେ । ଏତେ ସଂଖ୍ୟକ ମଇଁଷିଙ୍କ ମୃତ୍ୟୁ ହୋଇଥିବାରୁ ଭାଙ୍ଗି ପଡ଼ିଛନ୍ତି ୪ ଟି ପରିବାର । ତେଣୁ ସେମାନଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ADVERTISEMENT
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

Login