The Ultimate Managed Hosting Platform
ADVERTISEMENT

ନନ୍ଦନକାନନରେ ବାଘ ଛୁଆ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ନନ୍ଦନକାନନରେବାଘ ଛୁଆ ମୃତ । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗୋଟିଏ ବାଘ ଛୁଆ ମୃତ । ବୁଧବାର ଦିନ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ନନ୍ଦନକାନନର ପ୍ରାଣୀ ଉଦ୍ୟାନରେ ଏକ ବାଘ ଛୁଆର ମୃତ୍ୟୁ ଘଟିଛି। ଶାବକଟି ଅସୁସ୍ଥ ଥିବାରୁ ୧୨ ଜାନୁଆରି ୨୦୨୫ରୁ ସେ ଚିକିତ୍ସିତ ହେଉଥିଲା। କିନ୍ତୁ ପରେ ମୃତ୍ୟୂ ଘଟିଥିଲା।ଖବର ଅନୁଯାୟୀ, ୨ ନଭେମ୍ବର ୨୦୨୪ରେ ନନ୍ଦନକାନନରେ ବାଘୁଣୀ ରୁପା ଚାରିଟି ଛୁଆ ଜନ୍ମ ଦେଇଥିଲା। ବାଘ ଶାବକର ମୃତ୍ୟୁ ପରେ ଅନ୍ୟ ଶାବକମାନଙ୍କ ଉପରେ ସିସିଟିଭି କ୍ୟାମେରା ଦ୍ବାରା କଡ଼ା ନଜର ରଖାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login