The Ultimate Managed Hosting Platform
ADVERTISEMENT

ନନ୍ଦନକାନନରେ ୪ ନୂଆ ଅତିଥି

Facebook
Twitter
LinkedIn

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ୪ ନୂଆ ଅତିଥି । ୨ଟି ୱାଲାବି ଓ ପ୍ରଥମ ଥର ୨ଟି ଲିଭିଂ ଷ୍ଟୋନ ଟୁରାକୋ ଆସିଲେ । ହାଇଦ୍ରାବାଦର ଏକ ଘରୋଇ ଫାର୍ମରୁ ୪ ନୂଆ ଜୀବଜନ୍ତୁ ଅଣାଗଲା । ୨୯ ତାରିଖରେ ୪ ନୂଆ ଜୀବଜନ୍ତୁଙ୍କୁ ଦେଖିବାକୁ ପାଇବେ ପର୍ଯ୍ୟଟକ । ହାଇଦ୍ରାବାଦରୁ ଜୀବଜନ୍ତୁ ବଦଳ ପ୍ରକ୍ରିୟାରେ ଆସିଥିବା ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ନନ୍ଦନକାନନରେ ନୂଆ ପ୍ରଜାତି ଜୀବ ଭାବେ ୱାଲାବି ଅଣାଯାଇଥିବାରୁ ଚଳିତ ପର୍ୟ୍ୟଟନ ଋତୁରେ ଏଠାକୁ ଆସିବାକୁ ଥିବା ପର୍ୟ୍ୟଟକମାନଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ।ଗତକାଲି ବିଳମ୍ବିତ ରାତିରେ ଏମାନଙ୍କୁ ଅଣାଯାଇଛି । ଏହି ଜୀବମାନଙ୍କୁ ସ୍ୱାସ୍ଥ୍ୟ ନିରୀକ୍ଷଣ ଲାଗି କ୍ୱାରେଣ୍ଟାଇନରେ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login