The Ultimate Managed Hosting Platform
ADVERTISEMENT

ନବଙ୍କ ଇସିଜି ରିପୋର୍ଟ ଗାୟବ !

Facebook
Twitter
LinkedIn

ଭୁବନେଶ୍ୱର : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଚାଂଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ନବଙ୍କୁ ଗୁଳି ପରେ ହୋଇଥିବା ଇସିଜି ରିପୋର୍ଟ ଗାୟବ ହୋଇଥିବା ନେଇ ସୂଚନା ମିଳିଛି । ସୂଚନା ଦେଲେ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ । ନବ ଦାସଙ୍କ ଇସିଜି କାହିଁକି କ୍ରାଇମ୍ ବ୍ରାଞ୍ଚ ପକ୍ଷରୁ ଝାରସୁଗୁଡ଼ା କୋର୍ଟରେ ଦାଖଲ କରାଯାଇନାହିଁ ଚର୍ଚ୍ଚା ହେଉଛି। କେବଳ ଆଉଟ ଡୋର ଟିକେଟ ଓ ଇଞ୍ଜୁରୀ ରିପୋର୍ଟ ଦାଖଲ ହୋଇଥିବା ବେଳେ ଜାଣିଶୁଣି ଇସିଜି ରିପୋର୍ଟକୁ ଗାୟବ କରାଯାଇଥିବା ସନ୍ଦେହ ହେଉଛି। ପୂର୍ବରୁ କ୍ରାଇମ୍ ବ୍ରାଞ୍ଚ ପକ୍ଷରୁ ନବ ଦାସଙ୍କ ଚିକିତ୍ସା ସମ୍ପର୍କିତ ରିପୋର୍ଟ ସହ ଇଞ୍ଜୁରୀ ରିପୋର୍ଟ ଦେବାକୁ ଝାରସୁଗୁଡା ସିଡ଼ିଏମଓକୁ ଚିଠି କରାଯାଇଥିଲା। ଅନ୍ୟପଟରେ ଇସିଜି ରିପୋର୍ଟ ଗାଏବ ଅଭିଯୋଗ ନେଇ ତଦନ୍ତକାରୀ ସଂସ୍ଥାର ପ୍ରତିକ୍ରିୟା ମିଳି ନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ADVERTISEMENT
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

Login