The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନବଜାତ ଶିଶୁର ଗଳିତ ମୃତଦେହ ଉଦ୍ଧାର

Facebook
Twitter
LinkedIn

ଗଜପତି : ନବଜାତ ଶିଶୁର ଗଳିତ ମୃତଦେହ ଉଦ୍ଧାର । ନାଳ ସଫା କରୁଥିବା ସମୟରେ ପରିତ୍ୟକ୍ତ ଅବସ୍ଥାରେ ନବଜାତ ଶିଶୁର ମୃତ୍ୟୁ ଦେହ ଠାବ ହୋଇଛି। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ପାରଳାଖେମୁଣ୍ଡି ସହରର ମାର୍କେଟ ରାସ୍ତାରେ ସୁନା ଦୋକାନ ପାଖରେ ଥିବା ଏକ ନାଳରେ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ପାରଳାଖେମୁଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ନବଜାତ ଶିଶୁଟି କନ୍ୟା ନା ଶିଶୁ ପୁତ୍ର ସ୍ପଷ୍ଟ ହୋଇନି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login