The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନବଦାସ ହତ୍ୟା ମାମଲା, ଅଗଷ୍ଟ ୮ରେ ହେବ ପୁଣି ଶୁଣାଣି

Facebook
Twitter
LinkedIn

ଝାରସୁଗୁଡା : ନବଦାସ ହତ୍ୟା ମାମଲା , ଗୋପାଳ ଦାସକୁ କୋର୍ଟରେ ଆଜି ହାଜର କରାଯାଇଛି । ଚୈାଦ୍ୱାର ଜେଲରୁ ନେଇ ଜିଲ୍ଲା ଜଜ୍ କୋର୍ଟରେ ହାଜର କଲା କ୍ରାଇମବ୍ରାଞ୍ଚ । ମାମଲା ଏଡିଜେ କୋର୍ଟକୁ ସ୍ଥାନାନ୍ତର । ଅଭିଯୁକ୍ତ ଗୋପାଳ ଦାସର ଓକିଲ ନରେଶ ନାୟକଙ୍କ ସୂଚନା । କଟକ ଚୌଦ୍ୱାର ଜେଲରୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା କୋର୍ଟରେ ହଜାର କରଯାଇଥିଲା । ଗତ ୧୩ ତାରିଖରେ ଗୋପାଳକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟରେ ହାଜର କରାଯାଇଥିଲା। ଆଜି ଜିଲ୍ଲା ଜଜଙ୍କ କୋର୍ଟରେ ଗୋପାଳର ପ୍ରଥମ ହାଜିରା ପରେ ଗୋପାଳ ଚୌଦ୍ୱାର ଜେଲ ଫେରିଛି । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି । ଜାନୁଆରୀ ୨୯ ତାରିଖ ମଧ୍ୟାହ୍ନରେ ନବ ଦାସଙ୍କୁ ଝାରସୁଗୁଡ଼ା ଗାନ୍ଧି ଛକରେ ହତ୍ୟା କରିଥିଲା ଗୋପାଳ ଦାସ । ସମସ୍ତଙ୍କ ସାମନାରେ ନିଜ ସର୍ଭିସ ରିଭଲଭରରୁ ଗୁଳି ଚଳାଇଥିଲା । ଏବେ ଚୌଦ୍ୱାର ସର୍କଲ ଜେଲରେ ଅଛି ଗୋପାଳ ଦାସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login