ପୁରୀ : ଏ ପର୍ଯ୍ୟନ୍ତ ସଅଳ ଚାଲିଛି ସମସ୍ତ ନୀତିକାନ୍ତି । ନିର୍ଦ୍ଧାରିତ ସମୟର ୪ ଘଣ୍ଟା ।ଗରୁ ବାହୁଡା ପହଣ୍ଡି ଆରମ୍ଭ । ବାଜୁଛି ବିଜେ କାହାଳୀ , ଚାଲିଛି ପହଣ୍ଡି ବିଜେ । ଧାଡି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଦର୍ପଦଳନରେ ବିରାଜମାନ କରିସାରିଛନ୍ତି ଚକ୍ରଧାରୀ ଶ୍ରୀସୁଦର୍ଶନ । ତାଳଧ୍ୱଜରେ ରଥାରୁଢ ହେଲେ ଶ୍ରୀବଳଭଦ୍ର । ଦର୍ପଦଳନରେ ରଥାରୁଢ ହେଲେ ଦେବୀ ସୁଭଦ୍ରା ।
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାସହ ବାହୁଡାଯାତ୍ରା ଲାଗି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି ହୋଇ ଗୋଟାଏରୁ ୨ଟା ୩୦ ମଧ୍ୟରେ ବେଶଶେଷ ନୀତି କରାଯିବ । ଏହାପରେ ଅପରାହ୍ନ ୨ଟା୩୦ରୁ ୩ଟା୩୦ରେ ଛେରାପହଁରା କରାଯିବ। ଅପରାହ୍ନ ୪ଟାରେ ହେବ ରଥଟଣା ଆରମ୍ଭ ହେବ ବୋଲି ସୂଚନା ରହିଛି। ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିବେ ।
ନବଦିନାତ୍ମକ ଯାତ୍ରା ସାରି ବାହୁଡୁଛନ୍ତି ମହାପ୍ରଭୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











