The Ultimate Managed Hosting Platform
ADVERTISEMENT

ନବୀନଙ୍କୁ ଭେଟିଲେ ମୋହନ

Facebook
Twitter
LinkedIn

ଭୁବନେଶ୍ୱର : ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ । ନିକଟରେ ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସିତ ହୋଇ ଫେରିଥିଲେ ନବୀନ ପଟ୍ଟନାୟକ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି । କହିରଖୁ କି ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login