The Ultimate Managed Hosting Platform
ADVERTISEMENT

ନବୀନଙ୍କୁ ଭେଟିଲେ ରାଜ୍ୟପାଳ

Facebook
Twitter
LinkedIn

ଭୁବନେଶ୍ୱର : ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି । ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବାକୁ ପହଁଚିଲେ । ସ୍ୱାସ୍ଥ୍ୟବସ୍ଥା ନେଇ ପଚାରି ବୁଝିଲେ ରାଜ୍ୟପାଳ । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଭେଟି ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ । ୧୦ ମିନିଟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ । ଗତ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଡିହ୍ରାଇଡେସନ ସମସ୍ୟା ଯୋଗୁ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login