ଭୁବନେଶ୍ୱର : ବିନା ନବୀନରେ ବିଜେଡି ପଦ ଯାତ୍ରା ଆରମ୍ଭ । ପ୍ରଥମ ଥର ନବୀନଙ୍କ ଅନୁପସ୍ଥିତିରେ ବିଜେଡି ପଦଯାତ୍ରା । ଅନୁପସ୍ଥିତ ଥାଇ ପାରନ୍ତି କିନ୍ତୁ ଲୋକେ ନବୀନଙ୍କୁ ଭଲ ପାଆନ୍ତି ବୋଲି ନେତାଙ୍କ ମତ ରହିଛି । ମାସେ ଧରି ଚାଲିବ ବିଜେଡି ଜନ ସମ୍ପର୍କ ପଦଯାତ୍ରା । ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ପହଁଚାଇବାକୁ ଯୋଜନା । ଓଡ଼ିଆ ଅସ୍ମିତା ଓ ପରିବର୍ତ୍ତନର ନାରା ଦେଇ ସରକାରକୁ ଆସିଥିବା ବିଜେପି, ବିକାଶ ବନ୍ଦ କରି ଦେଇଥିବା ଅଭିଯୋଗ କରିଛି ବିଜେଡି । ଯାହା ବିକାଶ ହୋଇଥିଲା ନବୀନଙ୍କ ସମୟରେ । ବିଜେପି ପରିବର୍ତନ କଥା କହିଥିଲା । ରଙ୍ଗ ଓ ନାଁ ପରିବର୍ତ୍ତନ କରୁଛନ୍ତି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ପରିବର୍ତନ କରିଛନ୍ତି । ନବୀନ ସରକାରଙ୍କ ସମୟର କାମ ବି ବନ୍ଦ କରି ଦେଲେ । ଦୁଇ କୋଟି ଚାକିରୀ କଥା କହିଥିଲେ । ଏବେ ପକୋଡ଼ି ବିକିବାକୁ ଚାକିରୀ କହୁଛନ୍ତି । ନିଜ କୁଜି ନେତାଙ୍କୁ ଥଇଥାନ କରିବାକୁ ଯୋଜନା ହେଉଛି । ପଦଯାତ୍ରାରେ ବିଜେଡି ବିଜେପିର ମୁଖା ଖୋଲିବ ବୋଲି କହିଛି ଦଳ । ଗୋପବନ୍ଧୁ ଜୟନ୍ତୀରୁ ୧ ମାସ ପର୍ୟ୍ୟନ୍ତ ଚାଲିବ ପଦଯାତ୍ରା । ଏଥିରେ ବିଜେଡିର ସମସ୍ତ ଛାମୁଆ ସଂଗଠନ ଯୋଗ ଦେବେ ।
ନବୀନଙ୍କ ଅନୁପସ୍ଥିତିରେ ବିଜେଡି ପଦଯାତ୍ରା ,ମାସେ ଧରି ଚାଲିବ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







