The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ନବୀନଙ୍କ ଅସ୍ତ୍ରୋପଚାର ସଫଳ

Facebook
Twitter
LinkedIn

ଭୁବନେଶ୍ୱର : ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ । ସର୍ଭାଇକାଲ ଆର୍ଥ୍ରାଇଟସର ସଫଳ ଅସ୍ତ୍ରୋପଚାର । କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର । ଦୁଇ ଦିନ ପାଇଁ ଅବଜରଭେସନରେ ରହିବେ । ସୂଚନା ଦେଲେ ଡାକ୍ତର ରମାକାନ୍ତ ପଣ୍ଡା ।
ମୁମ୍ବାଇରେ ନବୀନଙ୍କ ଚିକିତ୍ସାର କୋଅର୍ଡିନେଟ କରୁଛନ୍ତି ପ୍ରସିଦ୍ଧ ହାର୍ଟ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା । ସେ ନବୀନଙ୍କ ବ୍ୟକ୍ତିଗତ ଡାକ୍ତର ମଧ୍ୟ ଅଛନ୍ତି। ଡାକ୍ତର ରମାକାନ୍ତ ପଣ୍ଡା କହିଛନ୍ତି, ମୋଟ ୪ ଘଣ୍ଟାର ଅପରେସନ ଥିଲା । ସେଥିରୁ ମୁଖ୍ୟ ଅପରେସନ ୨ ଘଣ୍ଟାରୁ କମ୍ ଥିଲା । ଅପରେସନ ସଫଳ ହୋଇଛି । ଏବେ ନବୀନ ନିରୀକ୍ଷଣରେ ଅଛନ୍ତି । ତାଙ୍କର ଚେତା ଫେରିଲାଣି । ଭଲଭାବେ କଥାବାର୍ତ୍ତା କରିପାରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ ; ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା

କଟକ : ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ...

Login