The Ultimate Managed Hosting Platform
ADVERTISEMENT

ନବୀନଙ୍କ ନୂଆ ଟିମ୍‌ରେ ରାଜେନ୍ଦ୍ର ଢୋଲକିଆ ନୂଆ ମୁହଁ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ନବୀନଙ୍କ ନୂଆ ଟିମ୍‌ରେ ନବକଳେବର । ଏହି ଟିମ୍‌ରେ ୧୩ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଏହି କ୍ୟାବିନେଟରେ ଜଣେ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯାଇଛି । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରାଜେନ୍ଦ୍ର ଢୋଲକିଆ । ସେହିଭଳି ୭ଜଣ ମନ୍ତ୍ରୀଙ୍କୁ ରିପିଟ୍ କରାଯାଇଛି । ଏହାସହ ପୂର୍ବରୁ ଥିବା ୫ ମନ୍ତ୍ରୀଙ୍କୁ ବି ଚାନ୍ସ ମିଳିଛି ।ଲୋକସେବା ଭବନର କନ୍‌ଭେନ୍‌ସନ୍ ହଲ୍‌ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । କ୍ୟାବିନେଟର ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଥିଲେ ଜଗନ୍ନାଥ ସାରକା ।

ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍ , ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login