ଭୁବନେଶ୍ୱର : ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ । ଅନଙ୍ଗ ଉଦୟ ସିଂ ଦେଓ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ଅରୁଣ ସାହୁ , କଳିକେଶ ନାରାୟଣ ସିଂ ଦେଓ, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସ ବର୍ମା. ଅତନୁ ସବ୍ୟସାଚୀ ପ୍ରମୁଖ ଉପସ୍ଥିତ ।
ବରିଷ୍ଠ ବିଜେଡି ନେତା ପଦ୍ମନାଭ ବେହେରା କଡା ପ୍ରତିକ୍ରିୟା ରଖିଛନ୍ତି । ଘଟଣା ଉପରେ ଖୁବଶୀଘ୍ର ଯବନିକା ପଡିବା ଉଚିତ୍ । ସାଂସଦ ମୁନ୍ନା ଖାନ କାର୍ଯ୍ୟାନୁଷ୍ଠାନ ପାଇଁ ସଭାପତିଙ୍କୁ ଭେଟିଛନ୍ତି । ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ସୁପ୍ରିମୋ । ଅପେକ୍ଷା ନ କରି ପରସ୍ପର ବିରୋଧରେ କହିବା ଉପରେ ଯବନିକା ପଡୁ । ଖୁବଶୀଘ୍ର ଯବନିକା ପଡୁ ଅଧିକ ସମୟ ନେଲେ ଠିକ ହେବନି ।
ଅନ୍ୟପଟେ ଭିକେ ପାଣ୍ଡିଆନଙ୍କ ସପକ୍ଷରେ ୪ ସାଂସଦଙ୍କ ପୋଷ୍ଟ ପ୍ରସଙ୍ଗ । ବର୍ଷିଲେ ବିଜେଡି ନେତା ପଦ୍ମନାଭ ବେହେରା । ଯାହା ସବୁ ହେଉଛି ଦଳ ପାଇଁ କ୍ଷତିକାରକ, ଯବନିକା ପଡିବା ଉଚିତ । ପାଣ୍ଡିଆନ ସନ୍ନ୍ୟାସ ନେଇଛନ୍ତି , ତାଙ୍କ ଚର୍ଚ୍ଚା କରି ଦଳର କ୍ଷତି କରୁଛନ୍ତି । ଶୀଘ୍ର ସଭାପତି ଏହା ଉପରେ ଯବନିକା ପକାଇବା ଉଚିତ । ଅଧିକ ବିଳମ୍ବ କରିବା ଠିକ ହେଉନି ।
ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିତ, ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି ସୁପ୍ରିମୋ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











